କେମିତି କଟିବ ଆଜିର ଦିନ

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଫେବୃଆରୀ ୨୫ ତାରିଖ ୨୦୨୧ ମସିହା(ଗୁରୁବାର)*
*ଶକାବ୍ଦ -୧୯୪୨*
*ସମ୍ବତ -୨୦୭୭*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ମାଘମାସ-ଶୁକ୍ଳପକ୍ଷ*
*ତିଥି- ତ୍ରୟୋଦଶୀ ଦିବା ଘ ୦୫/୨୫ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ*
*ନକ୍ଷତ୍ର-ପୂଷ୍ୟ। ଦିବା ଘ ୦୧/୫୮ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା*
*ଚନ୍ଦ୍ର – କର୍କଟ*
*ଯୋଗା-ଶୋଭନ*
*କରଣ-ତୈତିିଳ*
*ସୌରମାସ-କୁମ୍ଭ ୧୪ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ -ପ୍ରାତଃ ଘ୦୬/୧୪/୧୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୭/୪୯*
*✧═════•❁❀❁•═════✧*
*ଯୋଗିନୀ ଦକ୍ଷିଣେ ଦିବା ଘ ୦୫/୨୫ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
*ତୁଳା ଓ କୁମ୍ଭ ରାଶିର ଘାତ ବାର*
*ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════*
*କାଳବେଳା ଓ ବାର ବେଳା – ଦିବା ଘ୦୨/୫୪ଗତେ ଘ୦୫/୪୬ ମଧ୍ୟେ*
✧═════•❁❀❁•════*
*ବିଶୁଦ୍ଧ ଅମୃତବେଳା- ଦିବା ଘ୧୦/୩୨ ଗତେ ଘ ୧୧/୫୫ ମଧ୍ୟେ ଓ ଘ୦୧/୨୪ ଗତେ ଘ ୦୨/୫୩ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୭/୪୦ ମଧ୍ୟେ ଓ ଘ୧୧/୫୫ ଗତେ ଘ ୦୧/୨୨ ମଧ୍ୟେ*
*✧═════•❁❀❁•════
*ଅଦ୍ୟ ବାଇଗଣ ଦିବା ଘ ୦୫/୨୫ ପର୍ଯ୍ୟନ୍ତ ତଦନ୍ତେ ବିରି ଭକ୍ଷଣ ନିଷେଧ*
═✧*══•❁❀❁•═════✧*
*ଡ:ବାୟୁନନ୍ଦନ ମିଶ୍ର*
*ଜୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତିଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*,
*9439435130* ,
*7008489288*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
*✧═════•❁❀❁•═════✧*
*🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
*✧═════•❁❀❁•═════✧*
*🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
*✧═════•❁❀❁•═════✧*
*🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
*✧═════•❁❀❁•═════✧*
*🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
*✧═════•❁❀❁•═════✧*
*🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*
*✧═════•❁❀❁•═════✧*

Leave a Reply

Your email address will not be published. Required fields are marked *

%d bloggers like this: