ଆନ୍ଧ୍ରପ୍ରଦେଶ ବିଶାଖାପାଣା ହିନ୍ଦୁସ୍ତାନ ସିପ୍‌ୟାର୍ଡରେ ଦୁର୍ଘଟଣା: କ୍ରେନ୍‌ ପଡ଼ି ୧୧ ମୃତ

ହାଇଦ୍ରାବାଦ(YSN)୦୧/୦୮: ଆନ୍ଧ୍ରପ୍ରଦେଶର ବିଶାଖାପାଟନମରେ ଅବସ୍ଥିତ ହିନ୍ଦୁସ୍ତାନ ସିପୟାର୍ଡ ଲିମିଟେଡରେ ଏକ କ୍ରେନ୍ ଲୋଡିଙ୍ଗ ଟେଷ୍ଟ ଚାଲିଥିବା ବେଳେ ଅଚାନକ୍ ଖସିପଡିଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଓ ଉଦ୍ଧାରକାରୀ ଦଳ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଗୁରୁତରମାନଙ୍କୁ ମେଡିକାଲ ପଠାଯାଇଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଡିସିପି କହିଛନ୍ତି ଯେ, ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

%d bloggers like this: